Habakkuk 2:4 — Compare Translations
5 translations compared side by side
Odia - 1840
"ଅହଂକାରୀ ବ୍ଯକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସପରେି ଅହଂକାରୀ ଲୋକ ଫୁତ୍କାର ରେ ଉଡିୟାଏ। କିନ୍ତୁ ଧାର୍ମିକଲୋକମାନେ ସମାନଙ୍କେର ବିଶ୍ବାସ ବଳ ରେ ହିଁ ବଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ଵାସ ଦ୍ଵାରା ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅହଂକାରୀ ବ୍ୟକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସେପରି ଅହଂକାରୀ ଲୋକ ଫୁତ୍କାରରେ ଉଡ଼ିଯାଏ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ବିଶ୍ୱାସ ବଳରେ ହିଁ ବଞ୍ଚିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।