Habakkuk 2:5 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମଦ, ବିଶ୍ଵାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଧନ ଗୋଟିଏ ବଳବାନ୍ ବ୍ୟକ୍ତିକୁ ପ୍ରତାରଣା କରି ପାରିବ। ସେ କେବେ ସଫଳ ହୋଇ ପାରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ୟୁ ପରି ସେ କେବେ ସନ୍ତୁଷ୍ଟ ହେବ ନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସେହି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।