Habakkuk 2:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧ ରେ ଛିଡା ହବେେ। ତା'ପ ରେ ସମାନେେ ତୁମ୍ଭଠାରୁ ଚୋରି କରିବେ। ତୁମ୍ଭେ ଅତି ଭୟଭୀତ ହାଇେ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧରେ ଛିଡ଼ା ହେବେ। ତା’ପରେ ସେମାନେ ତୁମ୍ଭଠାରୁ ଗ୍ଭେରି କରିବେ। ତୁମ୍ଭେ ଅତି ଭୟଭୀତ ହୋଇ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?