Habakkuk 2:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସହେି ଲୋକମାନେ ତୁମ୍ଭଠାରୁ ଅଧିକ ନଇେଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ଯା କରିଛ। ବହୁଦେଶ ଓ ନଗର ଧ୍ବଂସ କରିଛ। ସବୁ ଲୋକଙ୍କୁ ସଠାେ ରେ ହତ୍ଯା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସେହି ଲୋକମାନେ ତୁମ୍ଭଠାରୁ ଅଧିକ ନେଇଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ୟା କରିଛ। ବହୁଦେଶ ଓ ନଗର ଧ୍ୱଂସ କରିଛ। ସବୁ ଲୋକଙ୍କୁ ସେଠାରେ ହତ୍ୟା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।