Habakkuk 2:9 — Compare Translations
5 translations compared side by side
Odia - 1840
"ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ରଣ!
Odia Bible ERV 2004 (ପବିତ୍ର ବାଇବଲ)
ତାକୁ ଧିକ୍, ଯିଏ ଦୋଷ କରି ଧନୀ ହୋଇଛି। ସେ ଗୋଟିଏ ନିରାପଦ ସ୍ଥାନରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ର!