Habakkuk 3:10 — Compare Translations
5 translations compared side by side
Odia - 1840
"ପର୍ବତଗୁଡିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜ୍ଜନ କଲା, ଢେଉଗୁଡିକ ଉପରକୁ ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜନ କଲା, ଢେଉଗୁଡ଼ିକ ଉପରକୁ ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
Odia IRV 2017 (ଓଡିଆ ବାଇବେଲ)
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।