Habakkuk 3:11 — Compare Translations

5 translations compared side by side

Odia - 1840
"ସୂର୍ୟ୍ଯ ଚନ୍ଦ୍ର ତାଙ୍କର କକ୍ଷ ରେ ଛିଡା ହେଲେ। ଯେତବେେଳେ ସମାନେେ ତୁମ୍ଭର ବିଦ୍ଯୁତ୍ର ଉଜ୍ଜ୍ବଳ ଦେଖିଲେ ସମାନେେ ଆଲୋକ ଦବୋ ବନ୍ଦ କଲେ। ସହେି ବିଦ୍ଯୁତ୍ ପବନ ରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବାଣସ୍ଵରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ। ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁ‌ତ୍‌ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ। ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।