Habakkuk 3:12 — Compare Translations

5 translations compared side by side

Odia - 1840
"କୋର୍ଧ ରେ ତୁମ୍ଭେ ପୃଥିବୀ ଉପ ରେ ଗ୍ଭଲିଲ ଏବଂ ଦେଶଗୁଡିକୁ ଦଣ୍ତ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ବିଜେ କଲ । ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୋଧରେ ତୁମ୍ଭେ ପୃଥିବୀ ଉପରେ ଗ୍ଭଲିଲ ଏବଂ ଦେଶଗୁଡ଼ିକୁ ଦଣ୍ତ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।