Habakkuk 3:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ବିଜେ କଲ । ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ । ସେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।