Habakkuk 3:15 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ସହେି କାଦୁଅ ଓ ପ୍ରବଳ ଜଳଷୋର୍ତ ମଧ୍ଯଦଇେ ଘୋଡାକୁ ଝପଟାଇ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଅଶ୍ଵଗଣ ଦ୍ଵାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ସେହି କାଦୁଅ ଓ ପ୍ରବଳ ଜଳସ୍ରୋତ ମଧ୍ୟଦେଇ ଘୋଡ଼ାକୁ ଝପଟାଇ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।