Habakkuk 3:17 — Compare Translations

5 translations compared side by side

Odia - 1840
"ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦା ସଦାପ୍ରଭୁଙ୍କଠାରେ ଆନନ୍ଦ କର ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ, ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ, ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ, କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ, ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦ୍ୟପି ଡିମ୍ବିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;