Habakkuk 3:18 — Compare Translations
5 translations compared side by side
Odia - 1840
"କିନ୍ତୁ ମିଁ ତଥାପି ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବି ଏବଂ ପରମେଶ୍ବରଙ୍କୁ ମାରେତ୍ରାଣକର୍ତ୍ତା ଭାବି ଖୁସି ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।