Habakkuk 3:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ, ମାେତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତି ରେ ଦୌଡିବା ରେ ମାେତେ ସାହାୟ୍ଯ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମାରେସ୍ପନ୍ଦିତ ବାଦ୍ଯୟନ୍ତ୍ର ରେ ସେ ପର୍ବତ ଉପରକୁ ମାେତେ ନିରାପଦ ରେ ଆଗଇେ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ମୋର ବଳସ୍ଵରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ । ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ, ମୋତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତିରେ ଦୌଡ଼ିବାରେ ମୋତେ ସାହାଯ୍ୟ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମୋର ସ୍ପନ୍ଦିତ ବାଦ୍ୟଯନ୍ତ୍ରରେ ସେ ପର୍ବତ ଉପରକୁ ମୋତେ ନିରାପଦରେ ଆଗେଇ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।