Habakkuk 3:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷଯ ରେ ଶୁଣିଛି ଏବଂ ମୁଁ ପରମେଶ୍ବରଙ୍କ ଭୟ ରେ ପରିପୂର୍ଣ୍ଣ ହାଇେଛି। ହେ ସଦାପ୍ରଭୁ, ଅତୀତ ରେ ଯେଉଁସବୁ ଶକ୍ତିଶାଳୀ କାର୍ୟ୍ଯ କରିଛ, ସେଥି ରେ ମୁଁ ଆଶ୍ଚର୍ୟ୍ଯାନ୍ବିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷଯ ରେ ଅନକେ ବଡ କାର୍ୟ୍ଯ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସହେି କୋରଧିତ ଅବସ୍ଥା ରେ ଆମ୍ଭପ୍ରତି ଦୟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।