Habakkuk 3:4 — Compare Translations
5 translations compared side by side
Odia - 1840
"ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ବଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସଠାେ ରେ ଲୁଚିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ ।
Odia Bible ERV 2004 (ପବିତ୍ର ବାଇବଲ)
ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସେଠାରେ ଲୁଚିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।