Habakkuk 3:5 — Compare Translations
5 translations compared side by side
Odia - 1840
"ରୋଗଗୁଡିକ ତାଙ୍କ ଆଗେ ଆଗେ ଚାଲିଲେ ଏବଂ ଧ୍ବଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦ-ଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରୋଗଗୁଡ଼ିକ ତାଙ୍କ ଆଗେ ଆଗେ ଗ୍ଭଲିଲେ ଏବଂ ଧ୍ୱଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।