Habakkuk 3:7 — Compare Translations

5 translations compared side by side

Odia - 1840
"ମୁଁ ଦେଖିଲି କୂଶନର ନଗରଗୁଡିକ ଅସୁବିଧା ରେ ଥିଲେ। ମିଦିଯନର ଗୃହଗୁଡିକ ଭୟ ରେ ଥରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କୂଶନର ତମ୍ଵୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି କୂଶନର ନଗରଗୁଡ଼ିକ ଅସୁବିଧାରେ ଥିଲେ। ମିଦିୟନର ଗୃହଗୁଡ଼ିକ ଭୟରେ ଥରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।