Habakkuk 3:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ କ'ଣ ନଦୀ, ଝରଣା, ସମୁଦ୍ର ଉପ ରେ କୋରଧାନ୍ବିତ ହାଇେଥିଲ? ସେଥିପାଇଁ କ'ଣ ତୁମ୍ଭେ ତୁମ୍ଭର ଅଶ୍ବ ଏବଂ ରଥକୁ ଆରୋହଣ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ଵଗଣର ଉପରେ, ଆପଣା ତ୍ରାଣସ୍ଵରୂପ ରଥସମୂହରେ ଆରୋହଣ କଲ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା, ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ? ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ ଏବଂ ରଥକୁ ଆରୋହଣ କଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ?