Habakkuk 3:9 — Compare Translations
5 translations compared side by side
Odia - 1840
"ତା'ପ ରେ ତୁମ୍ଭେ ଧନୁ କାଢିଲ। ଶପଥ ପୂର୍ବକ ତୀରଗୁଡିକୁ ନିକ୍ଷପେ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ବାରା ଭାଗ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା । ସେଲା । ତୁମ୍ଭେ ନଦ-ନଦୀ ଦ୍ଵାରା ପୃଥିବୀକି ବିଦୀର୍ଣ୍ଣ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେ ଧନୁ କାଢ଼ିଲ। ଶପଥ ପୂର୍ବକ ତୀରଗୁଡ଼ିକୁ ନିକ୍ଷେପ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ୱାରା ଭାଗ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।