Haggai 1:10 — Compare Translations

5 translations compared side by side

Odia - 1840
"ସେଥିସକାେଶ ଆକାଶ ବର୍ଷା ଫରୋଇ ନେଉଛି ଓ ପୃଥିବୀ ଆଉ ଶସ୍ଯ ଦେଉନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିସକାଶେ ଆକାଶ ବର୍ଷା ଫେରାଇ ନେଉଛି ଓ ପୃଥିବୀ ଆଉ ଶସ୍ୟ ଦେଉ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।