Haggai 1:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ପର୍ବତ ଓ ପୃଥିବୀ ଶୁଷ୍କ ହବୋକୁ ଆମ୍ଭେ ଆଦେଶ ଦଲେୁ। ଶସ୍ଯ, ସଦ୍ଯ ଦ୍ରାକ୍ଷାରସ, ଅଲିଭ ତଲେ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହାଇଯେିବ। ଏହି ମରୁଡି ମଧ୍ଯ ପ୍ରେତ୍ୟକକ ପଶୁ, ମନୁଷ୍ଯ ଓ ତୁମ୍ଭର ଶ୍ରମିକ ଉପ ରେ ପ୍ରଭାବ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ପର୍ବତ ଓ ପୃଥିବୀ ଶୁଷ୍କ ହେବାକୁ ଆମ୍ଭେ ଆଦେଶ ଦେଲୁ। ଶସ୍ୟ, ସଦ୍ୟ ଦ୍ରାକ୍ଷାରସ, ଅଲିଭ ତେଲ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହୋଇଯିବ। ଏହି ମରୁଡି ମଧ୍ୟ ପ୍ରତ୍ୟେକ ପଶୁ, ମନୁଷ୍ୟ ଓ ତୁମ୍ଭର ଶ୍ରମିକ ଉପରେ ପ୍ରଭାବ ପକାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।