Haggai 1:12 — Compare Translations

5 translations compared side by side

Odia - 1840
"ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ୟିହୋଷାଦକଙ୍କ ପୁତ୍ର ମହାୟାଜକ ଯିହାଶୂେୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ବର ହାଗଯଙ୍କୁ ପ୍ ରରଣେ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ଯଦ୍-ବକ୍ତା ହାଗଯଙ୍କଠାରୁ ସଦାପ୍ରଭୁ ଦଇେଥିବା ବାର୍ତ୍ତା ଶୁଣିଲେ। ସମାନେେ ସମାନଙ୍କେର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ବରଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନୂତନ ମନ୍ଦିରରେ କାର୍ଯ୍ୟ ଆରମ୍ଭ ହୁଏ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ମହାଯାଜକ ଯିହୋଶୂୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ୱର ହାଗୟଙ୍କୁ ପ୍ରେରଣ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କଠାରୁ ସଦାପ୍ରଭୁ ଦେଇଥିବା ବାର୍ତ୍ତା ଶୁଣିଲେ। ସେମାନେ ସେମାନଙ୍କର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ୱରଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶଲ୍‍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।