Haggai 1:14 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,