Haggai 1:15 — Compare Translations

5 translations compared side by side

Odia - 1840
"ପାରସ୍ଯର ରାଜାଙ୍କର ରାଜତ୍ବର ଦ୍ବିତୀୟ ବର୍ଷ ରେ ଏବଂ ଦାରିଯାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସ ରେ ସମାନେେ କାର୍ୟ୍ଯ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।