Haggai 1:2 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ୟ୍ଯନ୍ତ ପ୍ରକୃଷ୍ଟ ସମୟ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।