Haggai 1:3 — Compare Translations
5 translations compared side by side
Odia - 1840
"ପୁନର୍ବାର ହାଗଯ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗଯ ବାର୍ତ୍ତାଟି କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ହାଗୟ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗୟ ବାର୍ତ୍ତାଟି କହିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,