Haggai 1:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
Odia IRV 2017 (ଓଡିଆ ବାଇବେଲ)
ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?