Haggai 1:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।