Haggai 1:7 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାହା କରୁଛ, ସେ ବିଷଯ ରେ ଚିନ୍ତା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାହା କରୁଛ, ସେ ବିଷୟରେ ଚିନ୍ତା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।