Haggai 1:8 — Compare Translations
5 translations compared side by side
Odia - 1840
"ପର୍ବତ ଉପରକୁ ୟାଅ ଓ କାଠ ନଇେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପ ରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହବୋ ଓ ଗୌରବାନ୍ବିତ ହବୋ। ସଦାପ୍ରଭୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତ ଉପରକୁ ଯାଅ ଓ କାଠ ନେଇ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା’ପରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହେବା ଓ ଗୌରବାନ୍ୱିତ ହେବା।” ସଦାପ୍ରଭୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।