Haggai 2:1 — Compare Translations

5 translations compared side by side

Odia - 1840
"ସପ୍ତମ ମାସର ଏକବିଂଶ ଦିବସ ରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗଯଙ୍କ ନିକଟକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲୋକମାନଙ୍କୁ ଉତ୍ସାହିତ କରନ୍ତି ସପ୍ତମ ମାସର ଏକବିଂଶ ଦିବସରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗୟଙ୍କ ନିକଟକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,