Haggai 2:10 — Compare Translations
5 translations compared side by side
Odia - 1840
"ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ନବମ ମାସର ଚତୁର୍ବଂଶ ଦିବସ ରେ ଭବିଷ୍ଯଦ୍ବକ୍ତା ହାଗଯ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
Today Begins a Time of Blessing ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିବସରେ ଭବିଷ୍ୟଦ୍ବକ୍ତା ହାଗୟ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;