Haggai 2:12 — Compare Translations
5 translations compared side by side
Odia - 1840
"ମନକରେ ଜଣେ ମନୁଷ୍ଯ କିଛି ମାଂସ ତା'ର ପୋଷାକର ଭାଙ୍ଗ ରେ ନିଏ। ଏହା ପବିତ୍ର ହବେ କାରଣ ଏହି ମାଂସ ବଳିଦାନର ଏକ ଅଂଶ ବିଶଷେ। କ'ଣ ସହେି ସବୁ ବସ୍ତ୍ର ଯଦି ରୋଟୀ, ରନ୍ଧାଖାଦ୍ୟ, ତଲେ କି ଅନ୍ୟ କୌଣସି ଖାଦ୍ୟ ପଦାର୍ଥକୁ ସ୍ପର୍ଶ କରେ ତବେେ ସେ ସବୁ କ'ଣ ପବିତ୍ର ହାଇଯେିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯେବେ ତାହାର ଅଞ୍ଚଳ ରୁଟୀ କିମ୍ଵା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା ।
Odia Bible ERV 2004 (ପବିତ୍ର ବାଇବଲ)
‘ମନେକର ଜଣେ ମନୁଷ୍ୟ କିଛି ମାଂସ ତା’ର ପୋଷାକର ଭାଙ୍ଗରେ ନିଏ। ଏହା ପବିତ୍ର ହେବ କାରଣ ଏହି ମାଂସ ବଳିଦାନର ଏକ ଅଂଶ ବିଶେଷ। କ’ଣ ସେହିସବୁ ବସ୍ତ୍ର ଯଦି ରୋଟୀ, ରନ୍ଧାଖାଦ୍ୟ, ତେଲ କି ଅନ୍ୟ କୌଣସି ଖାଦ୍ୟ ପଦାର୍ଥକୁ ସ୍ପର୍ଶ କରେ ତେବେ ସେ ସବୁ କ’ଣ ପବିତ୍ର ହୋଇଯିବ?’” ଯାଜକ ଉତ୍ତର ଦେଲେ, “ନାଁ,” ତାହା ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”
Odia IRV 2017 (ଓଡିଆ ବାଇବେଲ)
କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା।