Haggai 2:13 — Compare Translations

5 translations compared side by side

Odia - 1840
"ତା'ପ ରେ ହାଗଯ କହିଲେ, ଯଦି ଜଣେ ବ୍ଯକ୍ତି ଗୋଟିଏ ଶବକୁ ଛୁଏଁ ତବେେ ସେ କ'ଣ ଅପବିତ୍ର ହବେ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡିକୁ ଛୁଏଁ ସଗେୁଡିକ କ'ଣ ଅପବିତ୍ର ହାଇଯେିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହାଗୟ କହିଲେ, ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଲୋକ ଯେବେ ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହାଗୟ କହିଲେ, “ଯଦି ଜଣେ ବ୍ୟକ୍ତି ଗୋଟିଏ ଶବକୁ ଛୁଏଁ ତେବେ ସେ କ’ଣ ଅପବିତ୍ର ହେବ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡ଼ିକୁ ଛୁଏଁ ସେଗୁଡ଼ିକ କ’ଣ ଅପବିତ୍ର ହୋଇଯିବ?” ଯାଜକ ଉତ୍ତର ଦେଲେ, “ହଁ, ସେହି ଜିନିଷ ଅପବିତ୍ର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହାଗୟ କହିଲେ, ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ।