Haggai 2:14 — Compare Translations
5 translations compared side by side
Odia - 1840
"ତା'ପ ରେ ହାଗଯ କହିଲେ, ସଦାପ୍ରଭୁ ପରମେଶ୍ବର ଏହିସବୁ କହନ୍ତି, 'ଦେଶର ଲୋକମାନଙ୍କ ବିଷଯ ରେ ଏହା ସତ୍ଯ ଅଟେ। ସହେି ଲୋକମାନେ ଆମ୍ଭ ସମ୍ମୁଖ ରେ ଶୁଦ୍ଧ ଓ ପବିତ୍ର ନଥିଲେ। ତେଣୁ ଯେ କୌଣସି ଜିନିଷକୁ ସମାନେେ ଛୁଉଁଥିଲେ ଏବଂ ଯେ କୌଣସି ଜିନିଷକୁ ସମାନେେ ୟଜ୍ଞବଦେୀ ଉପରକୁ ଆଣୁଥିଲେ ସଗେୁଡିକ ସବୁ ଅଶୁଦ୍ଧ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହାଗୟ କହିଲେ, “ସଦାପ୍ରଭୁ ପରମେଶ୍ୱର ଏହିସବୁ କହନ୍ତି, ‘ଦେଶର ଲୋକମାନଙ୍କ ବିଷୟରେ ଏହା ସତ୍ୟ ଅଟେ। ସେହି ଲୋକମାନେ ଆମ୍ଭ ସମ୍ମୁଖରେ ଶୁଦ୍ଧ ଓ ପବିତ୍ର ନ ଥିଲେ। ତେଣୁ ଯେକୌଣସି ଜିନିଷକୁ ସେମାନେ ଛୁଉଁଥିଲେ ଏବଂ ଯେକୌଣସି ଜିନିଷକୁ ସେମାନେ ଯଜ୍ଞବେଦି ଉପରକୁ ଆଣୁଥିଲେ ସେଗୁଡ଼ିକ ସବୁ ଅଶୁଦ୍ଧ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।