Haggai 2:15 — Compare Translations
5 translations compared side by side
Odia - 1840
"ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷଯ ରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ ଆରମ୍ଭ କରିବାର ପୂର୍ବ ସମୟ ବିଷଯ ରେ ଚିନ୍ତା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
Odia Bible ERV 2004 (ପବିତ୍ର ବାଇବଲ)
“‘ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷୟରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ ଆରମ୍ଭ କରିବାର ପୂର୍ବ ସମୟ ବିଷୟରେ ଚିନ୍ତା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
Odia IRV 2017 (ଓଡିଆ ବାଇବେଲ)