Haggai 2:16 — Compare Translations

5 translations compared side by side

Odia - 1840
"ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସକଳ ସମୟରେ କେହି ବିଂଶତି ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ତରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର ବିଂଶତି ପାତ୍ର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କୋଡ଼ିଏ ଓଜନ ମାପର ଶସ୍ୟ ଗ୍ଭହିଁଥିଲେ କିନ୍ତୁ ଶସ୍ୟ ସ୍ତୁପରେ ମାତ୍ର ଦଶ ଓଜନ ମାପର ଶସ୍ୟ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ୍ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥିରେ ମାତ୍ର କୋଡ଼ିଏ ମାଠିଆ ଦ୍ରାକ୍ଷାରସ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା।