Haggai 2:17 — Compare Translations
5 translations compared side by side
Odia - 1840
"କାହିଁକି ଏହା ହେଲା? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦଲେୁ। ଗଛଗୁଡିକ ମାରିଦବୋକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତ ରେ ପ୍ରସ୍ତୁତ କରିଥିବା ଶସ୍ଯକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପ ରେ ମଧ୍ଯ ସମାନେେ ଆମ୍ଭ ପାଖକୁ ଆସିଲେ ନାହିଁ।' ସଦାପ୍ରଭୁ ଏହିସବୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ଵାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଏହା ହେଲୋ? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେଲୁ। ଗଛଗୁଡ଼ିକ ମାରିଦେବାକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତରେ ପ୍ରସ୍ତୁତ କରିଥିବା ଶସ୍ୟକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପରେ ମଧ୍ୟ ସେମାନେ ଆମ୍ଭ ପାଖକୁ ଆସିଲେ ନାହିଁ।’ ସଦାପ୍ରଭୁ ଏହିସବୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।