Haggai 2:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ଯ ଶଷେ କରିଛ। ତେଣୁ ଏହାପ ରେ କ'ଣ ସବୁ ଘଟୁଛି ଆଗକୁ ଲକ୍ଷ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ କହିଲେ, ‘ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ କରିଛ। ତେଣୁ ଏହା ପରେ କ’ଣ ସବୁ ଘଟୁଛି ଆଗକୁ ଲକ୍ଷ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।