Haggai 2:19 — Compare Translations
5 translations compared side by side
Odia - 1840
"ଖଳା ରେ ଆଉ ଶସ୍ଯ ଅଛି କି? ନାଁ, କୌଣସି ଶସ୍ଯ ଖଳା ରେ ନାହିଁ। ଦ୍ରାକ୍ଷାଲତାକୁ, ଡିମିରି ଗଛକୁ, ଡାଳିମ୍ବୂ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ଯ କର। ସମାନେେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁନାହିଁନ୍ତି। କିନ୍ତୁ ଆଜିଠାରୁ ଦେଖ, ସଗେୁଡିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଲାରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଏଯାଏ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ଵ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ଆଜି ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଖଳାରେ ଆଉ ଶସ୍ୟ ଅଛି କି? ନାଁ, କୌଣସି ଶସ୍ୟ ଖଳାରେ ନାହିଁ। ଦ୍ରାକ୍ଷାଲତାକୁ, ଡିମ୍ବିରି ଗଛକୁ, ଡାଳିମ୍ବ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ୟ କର। ସେମାନେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁ ନାହାନ୍ତି। କିନ୍ତୁ ଆଜିଠାରୁ ଦେଖ, ସେଗୁଡ଼ିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”
Odia IRV 2017 (ଓଡିଆ ବାଇବେଲ)
ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।