Haggai 2:20 — Compare Translations

5 translations compared side by side

Odia - 1840
"ମାସର ଚତୁର୍ବିଂଶ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ହାଗଯ ନିକଟକୁ ଆସିଲା। ବାର୍ତ୍ତାଟି ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ମାସର ଚତୁର୍ବିଂଶ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ହାଗୟ ନିକଟକୁ ଆସିଲା। ବାର୍ତ୍ତାଟି ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,