Haggai 2:21 — Compare Translations

5 translations compared side by side

Odia - 1840
"ଯିହୁଦାର ଶାସକ ୟିରୁଦ୍ଦାବିଲଙ୍କ ନିକଟକୁ ୟାଅ। ଆମ୍ଭେ ପୃଥିବୀ ଓ ସ୍ବର୍ଗକୁ ଥରାଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀକି ହଲାଇବା;
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ଶାସକ ଯିରୁବ୍ବାବିଲଙ୍କ ନିକଟକୁ ଯାଅ। ଆମ୍ଭେ ପୃଥିବୀ ଓ ସ୍ୱର୍ଗକୁ ଥରାଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;