Haggai 2:22 — Compare Translations

5 translations compared side by side

Odia - 1840
"ଆମ୍ଭେ ବହୁ ରାଜ୍ଯ ଓ ରାଜାଙ୍କୁ ଓଲଟାଇ ଦବୋ, ଆମ୍ଭେ ରାଜ୍ଯର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସମାନଙ୍କେର ରଥ ଓ ଆ ରୋହୀଙ୍କୁ ଧ୍ବଂସ କରିବା। ଆମ୍ଭେ ସମାନଙ୍କେର ୟୁଦ୍ଧ ଅଶ୍ବ ଓ ଆ ରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସମାନେେ ପରସ୍ପର ବିରୁଦ୍ଧ ରେ ଯିବେ ଏବଂ ପରସ୍ପର ଖଣ୍ତା ରେ ହଣାହଣି ହାଇେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍‍ଗ ଦ୍ଵାରା ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।