Haggai 2:23 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲ, ତୁମ୍ଭେ ଆମ୍ଭର ଭୃତ୍ଯ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସହେି ସମୟରେ ଆମ୍ଭେ ତୁମ୍ଭକୁ ଏକ ମାହେର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ଵରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। “ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲ, ତୁମ୍ଭେ ଆମ୍ଭର ଭୃତ୍ୟ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସେହି ସମୟରେ ଆମ୍ଭେ ତୁମ୍ଭକୁ ଏକ ମୋହର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହେବ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ ବାକ୍ୟ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।