Haggai 2:4 — Compare Translations

5 translations compared side by side

Odia - 1840
"କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, 'ୟିରୁଦ୍ଦାବିଲର ସାହସ ଜଗାଅ' ୟିହୋଷାଦକଙ୍କ ପୁତ୍ର ଯିହାଶୂେୟ, ତୁମ୍ଭେ ଜଣେ ମହାୟାଜକ 'ସାହସ ଜଗାଅ' ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ। ସଦାପ୍ରଭୁ କୁହନ୍ତି, 'ଏହି କାର୍ୟ୍ଯ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ଯିରୁବ୍ବାବିଲର ସାହସ ଜଗାଅ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ, ତୁମ୍ଭେ ଜଣେ ମହାଯାଜକ ସାହସ ଜଗାଅ ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ।” ସଦାପ୍ରଭୁ କୁହନ୍ତି, “ଏହି କାର୍ଯ୍ୟ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;