Haggai 2:6 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ଅଳ୍ପ ସମୟ ପ ରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ବର୍ଗ, ମର୍ତ୍ତ୍ଯ, ଜଳ ଓ ସ୍ଥଳ ରେ କମ୍ପନ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ‘ଅଳ୍ପ ସମୟ ପରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ୱର୍ଗ, ମର୍ତ୍ତ୍ୟ, ଜଳ ଓ ସ୍ଥଳରେ କମ୍ପନ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;