Haggai 2:7 — Compare Translations

5 translations compared side by side

Odia - 1840
"ଆମ୍ଭେ ସମସ୍ତ ଦେଶକୁ ଥରାଇ ଦବୋ ଏବଂ ସମାନେେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା'ପ ରେ ଆମ୍ଭ ଏହି ମନ୍ଦିରକୁ ମହିମା ରେ ପୂର୍ଣ୍ଣ କରିବା। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ଵର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତ ଦେଶକୁ ଥରାଇ ଦେବା ଏବଂ ସେମାନେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା’ପରେ ଆମ୍ଭେ ଏହି ମନ୍ଦିରକୁ ମହିମାରେ ପୂର୍ଣ୍ଣ କରିବା।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।