Haggai 2:9 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହବେ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା, ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଗୃହର ପୂର୍ବ କାଳର ଐଶ୍ଵର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ଵର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହେବ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା,’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।