Hebrews 1:10 — Compare Translations

7 translations compared side by side

Odia - 1840
"ପରମେଶ୍ବର ଏହା ମଧ୍ଯ କହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରେ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି ଆକାଶମଣ୍ତଳ ତୁମ୍ଭ ହସ୍ତକୃତ କର୍ମନ୍ତ”
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆହୁରି ମଧ୍ୟ କହିଛନ୍ତି, “ହେ ପ୍ରଭୁ, ତୁମେ ଆଦ୍ୟରେ ପୃଥିବୀ ସୃଷ୍ଟି କଲ ଏବଂ ଆପଣା ହସ୍ତ ଦ୍ୱାରା ଆକାଶମଣ୍ଡଳ ସୃଷ୍ଟି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା ମଧ୍ୟ କହନ୍ତି: “ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ, ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಅಸೆಬಿ ಮನ್ತಾ,“ತಿಯಾ ಧನಿಯಾ, ಸಗ್ಳ್ಯಾನ್ ಪಯ್ಲೆ ಜಿಮಿನ್ ರಚ್ಲೆಯ್ ಅನಿ ಖುದ್ದ್ ತುಜ್ಯಾಚ್ ಹಾತಾನಿ ತಿಯಾ ಮಳ್ಬಾಕ್ನಿ ಬಿ ರಚ್ಲೆಯ್,