Hebrews 1:14 — Compare Translations
7 translations compared side by side
Odia - 1840
"ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ସ୍ୱର୍ଗଦୂତମାନେ କିଏ? ସେମାନେ ହେଉଛନ୍ତି ଈଶ୍ୱରଙ୍କ ସେବକ, ପରିତ୍ରାଣପ୍ରାର୍ଥୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଈଶ୍ବରଙ୍କ ଦ୍ୱାରା ପ୍ରେରିତ ଆତ୍ମାଗଣ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊಲ್ಯಾರ್, ದೆವ್ದುತಾ ಕೊನ್ ಹೊವ್ನ್ ಹಾತ್ ತೆನಿ ದೆವಾಚಿ ಸೆವಾ ಕರ್ತಲೆ ಅನಿ ಜೆ ಕೊನ್ ಸುಟ್ಕಾ ಸ್ವಿಕಾರ್ ಕರ್ತಾ ತೆಂಕಾ ಮಜತ್ ಕರುಕ್ ಮನುನ್ ದೆವಾನ್ ಧಾಡುನ್ ದಿಲ್ಲೊ ಆತ್ಮೊ ತೊ.